ଓଡିଶା

ଅବକାରୀ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

(ସୂର୍ଯ୍ୟକାନ୍ତ ବେହେରା/ମାଲକାନଗିରି): କରୋନାର ମୁକାବିଲା କରିବାେ ପାଇଁ ମାଲକାନାଗିରି ଅବକାରୀ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭୬ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହି ରାଶି ଆଜି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ସହାୟତାରେ ପ୍ରଦାନ କରାଯାଇଛି । ଏହି ଅବସରରେ ଜିଳ୍ଲା ଅବକାରୀ ବିଭାଗ ସୁପରିଟେଣ୍ଡେଟଂ ଅଶୋକ କୁମାର ସେଠ ଓ ଅନ୍ୟ କର୍ମଚାରୀମାନେ ସେଠାରେ ଉପସ୍ଥିତ ଥିଲେ ।

Related posts

ଅଟୋ ଓଲଟି ମହିଳା ମୃତ

mahabharatanews

ପୋଲିସକୁ ମାଡ ମାରିବା ଘଟଣା: ଦୁଇଜଣଙ୍କୁ କୋର୍ଟ ଚାଲାଣ ବେଳେ ଡ୍ରଇଭରଙ୍କ ଉତ୍ତେଜନା

mahabharatanews

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ

mahabharatanews