ଓଡିଶା

ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି । ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଅ।।କ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ଏହା ପୂର୍ବରୁ ଜଣେ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା । ଏହି ୪ ଆକ୍ରାନ୍ତଙ୍କ ସମସ୍ତ ଯାଜପୁର ଜିଲ୍ଲାର ।

Related posts

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଡିଲରଙ୍କୁ ଆଳୁ ପ୍ରଦାନ

mahabharatanews

ଓଡି଼ଶା ପଖାଳକୁ ମିଳୁ ଜିଆଇ ଟ୍ୟାଗ ମାନ୍ୟତା

mahabharatanews

ହିଂଜିଳି ସହରରେ ଯିବା ଆସବା ନେଇ ରୋକ ଲଗାଇଲା ପୁଲିସ

mahabharatanews