ଓଡିଶା

କୋଣାର୍କ ସରକାରୀ ଉଚ୍ଚ ବିଦ୍ୟାଳୟର ୬୩ ତମ ବାର୍ଷିକ ଉତ୍ସବ

 ଗୋପ: ବିଦ୍ୟାଳୟ ଓ ଗଣଶିକ୍ଷ।। ମନ୍ତ୍ରୀ ସମୀର ରଞ୍ଜନ ଦାଶ କୋଣାର୍କସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୬୨ତମ ବାର୍ଷିକ ଉତ୍ତସବରେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିା । ପରେ ପ୍ରଧାନ ଶିକ୍ଷକ ବାର୍ଷିକ ବିବରଣୀ ପ।।ଠ କରିଥିଲେ । ଏହି ଅବସରରେ ମନ୍ତ୍ରୀଙ୍କଦ୍ୱାରା ନୂତନ ଫାଟକ ଉଦ୍‌ଘାଟିତ ହୋଇଥିଲା । ଏହି ଉତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବସନ୍ତ ମିଶ୍ର, ଦିଲ୍ଲୀପ ପଟ୍ଟନାୟକ, ଉତ୍କଳ ବିଶ୍ୱ ବିଦ୍ୟାଳୟର ଓଡିଆ ବିଭାଗର ଅବସର ପ୍ରାପ୍ତ ପ୍ରାଧ୍ୟାପିକା ସଂଘମିତ୍ରା ମିଶ୍ର, ଡ, ପିତବାସ ରାଉତରାୟ, ବିଶିଷ୍ଟ ଶିକ୍ଷାବିତ୍‌, ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣ ଚନ୍ଦ୍ର ଦଳାଇ ପ୍ରମୁଖ ଯୋଗଦେଇଥିଲେ ।

Related posts

ଉଚ୍ଚଶିକ୍ଷା କ୍ଷେତ୍ରରେ ଅତ୍ୟାଧୁନିକ ଯୋଗଦାନ ନେଇ ସଫଳତା

mahabharatanews

ଭୁବନେଶ୍ୱର ୧ନଂ ହାଟ ବନ୍ଦ

mahabharatanews

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ 

mahabharatanews