(ମହାଭାରତ): ଆସନ୍ତୁ ଜାଣିବା କିପରି ପ୍ରସ୍ତୁତ କରିବା ବାଉଁଶ ମାଛ ।
ଅ ।ବଶ୍ୟକ ସାମଗ୍ରୀ : ଚୁନା ମାଛ, କରଡ଼ି, ସୋରିଷ ବଟା, ଅଦା ବଟା, ରସୁଣ ବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ, ତେଲ ଓ ବାଉଁଶ ନଳୀ ।
ପ୍ରସ୍ତୁତି ପ୍ରଣାଳୀ : ପ୍ରଥମେ ମାଛରେ ହଳଦୀ ଗୁଣ୍ଡ, କରଡ଼ି, ଅଦା ବଟା, ରସୁଣ ବଟା, ସୋରିଷ ବଟା, ଲଙ୍କା ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ ଓ ତେଲ ପକାଇ ଭଲ ଭାବରେ ଗୋଳାଇ ଦିଅନ୍ତୁୟ ଏହାପରେ ବାଉଁଶ ନଳୀରେ ଭଲ ଭାବରେ ତେଲ ମାରି ସେଥିରେ ମସଲା ଗୋଳା ମାଛକୁ ପୂରାଇ ଦିଅନ୍ତୁ ଓ ଅଟା ଚକଟାରେ ତା’ର ମୁହଁ ବନ୍ଦ କରି ଦିଅନ୍ତୁୟ ଏହାପରେ ଅଙ୍ଗାର ନିଅ ।ଁରେ ମାଛ ଭର୍ତ୍ତି ବାଉଁଶ ନଳୀକୁ ରଖି ଦିଅନ୍ତୁ । ଏହା ଉପରେ ବି ନିଅ ।ଁ ରଖିବେ । ପଚିଶ ତିରିଶ ମିନିଟ୍ ପରେ ବାଉଁଶ ନଳୀକୁ ନିଅ ।ଁରୁ ଅ ।ଣନ୍ତୁ ଓ ମୁହଁ ଖୋଲି ମାଛକୁ ପ୍ଲେଟ୍କୁ କାି ଦିଅନ୍ତୁୟ ପ୍ରସ୍ତୁତ ହୋଇଗଲା ଅ ।ପଣଙ୍କର ବାଉଁଶ ମାଛ । ଏବେ ଏହାକୁ ଗରମ ଗରମ ପରଷି ଦିଅନ୍ତୁ ।