ଓଡିଶା

ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

(ମହାଭାରତ, ବାରିପଦା): ବାରିପଦା ସହରରୁ ଜଣେ ଅପରିଚିତ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ, ବାରିପଦା ସହରର ବାରୁଣୀ ଶିବ ମନ୍ଦିର ନିକଟରେ ଥିବା ଜରାଳୀସରାଳି ନଦୀ ପୋଲରେ ଝୁଲନ୍ତା ଅବସ୍ଥାରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ମୃତ ଶରୀର ଉଦ୍ଧାର ହୋଇଛି । ଏହି ମୃତ ବ୍ୟକ୍ତିଙ୍କ ବୟସ ପ୍ରାୟ ୫୦ ବର୍ଷ ହେବ । ପୋଲର ବାଡରେ ଏକ ଦଉଡି ବାନ୍ଧି ଉକ୍ତ ବ୍ୟକ୍ତିଜଣକ ତଳକୁ ଡେଇଁ ପଡିଥିବାରୁ ଅନୁମାନ କରାଯାଉଛି । ଘଟଣାସ୍ଥଳରେ ବାରିପଦା ଟାଉନ ଥାନା ପୋଲିସ ପହଞ୍ଚି ମୃତ ଶରୀରକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି ।

Related posts

କାମରେ ଆସିଲାନି ମେଡିକାଲ ସାଲାଇନ, ଗୁରୁତ୍ୱର ଅବସ୍ଥାରେ ରୋଗୀ କିଣିଲେ ବାହାରୁ ସାଲାଇନ

mahabharatanews

ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ନେଇ ଜିଲ୍ଲାପାଳଙ୍କୁ ଦାବି ପତ୍ର

mahabharatanews

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କୁଶପୁତଳିକା ଦାହ

mahabharatanews