ଓଡିଶା

ସାମ୍ବାଦିକ ସମ୍ମିଳନୀ

ସୂର୍ଯ୍ୟକାନ୍ତ ବେହେରା/ ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଆୟୋଜନ କରାଯାଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ କୋଭିଡ଼-୧୯ ମୁକାବିଲା କରିବା ଲାଗି ପ୍ରଶାସନ ପକ୍ଷରୁ କିପରି ପଦକ୍ଷେପ ନିଆ ଯାଇଥିଲା ଓ ଆଗାମୀ ଦିନରେ କଣ ସବୁ ପଦକ୍ଷେପ ନିଆଯିବ ସେ ନେଇ ଜିଲ୍ଲାପାଳ ଶ୍ରୀ ମନେଷ ଅଗ୍ରୱାଲ ଗଣମାଧ୍ୟମକୁ ସୂଚନା ଦେଇଥିଲେ।

Related posts

ଲୁଟେରାଙ୍କୁ ଧରିବାବେଳେ ଚଡିଗଲା ଟ୍ରଲର, ୩ ମୃତ

mahabharatanews

ଶୁଭଙ୍କର ମିଶ୍ରଙ୍କ ବଢ଼ିଲା ଅଡ଼ୁଆ

mahabharatanews

ୟୁଜିସି ମାର୍ଗଦର୍ଶିକା ଉପରେ ପୁନର୍ବିଚାର କରିବାକୁ ପତ୍ର ଲେଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

mahabharatanews