ଓଡିଶା

ଅନୁଗୁଳକୁ ରେଡ୍ ଜୋନ୍ ଘୋଷଣା କଲେ ଜିଲ୍ଲାପାଳ

(ମମତା ସାମଲ ): ଅନୁଗୁଳକୁ ଜିଲ୍ଲାକୁ ରେଡ ଜୋନରେ ଘୋଷଣା କରିଛନ୍ତି ଜିଲ୍ଲାପାଳ । ପ୍ରଥମଥର ପାଇଁ ଆଜି ୧୩ଟି କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଡ ଜୋନ୍ ଘୋଷଣା କରାଯାଇଛି । ଏହା ସହିତ ରାଜ୍ୟର ୫ଟି ଜିଲ୍ଲା ଓ ଭୁବନେଶ୍ୱର ମହାନଗର ନିଗମ ରେଡ୍ ଜୋନରେ ରହିଛି । ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳର ୧୩ କରୋନା ପଜିଟିଭ୍ ଚିହ୍ନ ହୋଇଛନ୍ତିି । ଏହି କ୍ରମରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୦କୁ ବୃଦ୍ଧି ପାଇଛି ।

Related posts

ନକ୍ସଲଙ୍କ ଚ୍ୟାଲେଞ୍ଜ: ଠିକାଦାରଙ୍କୁ ହତ୍ୟା, ବାହନ ପୋଡି

mahabharatanews

ସାରା ବିଶ୍ୱରେ ଓଡ଼ିଶା ପାଇଁ ସୁନାମ ଆଣିଛ, ତୁମେ ମାନେ ଓଡ଼ିଶାର ଗୌରବ: ମୁଖ୍ୟମନ୍ତ୍ରୀ

mahabharatanews

ରାଜ୍ୟସ୍ତରୀୟ ନାଟକ ଉତ୍ସବ ଉଦ୍ଘାଟିତ

mahabharatanews