ଓଡିଶା

ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରେ ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ଜଣାଇଛି । । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୪୯ ଜଣ, ଖୋର୍ଦ୍ଧାରୁ ୧୯, କଳାହାଣ୍ଡିରୁ ୧୬, ଜଗତସିଂହପୁରରୁ ୧୪, ବାଲେଶ୍ବରରୁ ୭, କଟକରୁ ୬, ଅନୁଗୁଳ, ଯାଜପୁର ଓ ପୁରୀରୁ ୪ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୩ ଜଣ, କେନ୍ଦୁଝର ଓ କେନ୍ଦ୍ରାପଡାରୁ ୨ଜଣ ଲେଖାଏଁ ଏବଂ ବରଗଡ଼, ଭଦ୍ରକ, ଝାରସୁଗୁଡା, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୧୨୩କୁ ବୃଦ୍ଧି ପାଇଛି।

Related posts

ଆକ୍ସନ ମୋଡରେ ସରକାର, ଶଙ୍ଖ ଭବନର ହେବ ତଦନ୍ତ

mahabharatanews

ଜଳବାୟୁ ପରିବର୍ତ୍ତନ ଉପରେ ନିଆରା ପ୍ରୟାସର ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ

mahabharatanews

ପୁଣି ଫେରିଲା କରୋନା ଡର

mahabharatanews