ଓଡିଶା

ଆଉ ୧୫ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ଏକ ସପ୍ତାହ ହେବ କରୋନା ସଂକ୍ରମଣରେ ହ୍ରାସ ଦେଖା ଦେଇଛି। ଧୀରେ ଧୀରେ ସଂକ୍ରମିତଙ୍କ ସଂଖ୍ୟା ଦିନ ପ୍ରତିଦିନ ହ୍ରାସ ପାଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ୧୫ ଉପରକୁ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଜଣଙ୍କର ଜୀବନ ନେଇଛି ଏହି ଭୂତାଣୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Related posts

ଗାନିବ୍ରହ୍ମ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

mahabharatanews

ବାତ୍ୟା ଅପଡେଟ: ଦୁର୍ବଳ ହେଉଛି ଅସାନି, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ କରୁଛି ଗତି

mahabharatanews

ନାଗ ଫାଶ ; EDରେ ହାଜର ହେଲେ ଫିଲ୍ମ ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁ

mahabharatanews