ଓଡିଶା

ଆଜି ଅଭିମାନିନୀ ମାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମନେଇବେ ମହାପ୍ରଭୁ

(ପୁରୀ) : ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ତିଥିରେ ପ୍ରତିବର୍ଷ ରସଗୋଲା ଦେଇ ମାଲକ୍ଷ୍ମୀଙ୍କୁ ମନାଇଥାନ୍ତି  । ଶ୍ରାଜଗନ୍ନାଥ ସଂସ୍କୃତିରେ ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ଅବସରରେ କାହିଁ କେତେ କାଳରୁ ରସଗୋଲା ଭୋଗ ଲାଗି ହୋଇଆସୁଛି ।

ପୌରାଣିକ ତଥ୍ୟ ଅନୁଯାୟୀ , ବିଶ୍ୱାସ ରହିଛି ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ନେଇ ରଥାଯାତ୍ରାରେ ମା’ଲକ୍ଷ୍ମୀଙ୍କୁ ନଇଥିବାରୁ ବଡଠାକୁରଙ୍କ ଉପରେ ଅଭିମାନ କରିଥାନ୍ତି ମା’ଲକ୍ଷ୍ମୀ । ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ମନ୍ଦିର ଭିତରକୁ ବାରଣ ନାହିଁ । ହେଲେ କାଳିଆସାଆନ୍ତଙ୍କ ପାଇଁ ବାଟ ବନ୍ଦ କରିଦେଇଥାନ୍ତି ମା’ଲକ୍ଷ୍ମୀ ଠାକୁରାଣୀ । ଶେଷରେ ଶ୍ରୀଜଗନ୍ନାଥ ରସଗୋଲା ଦେଇ ଲକ୍ଷ୍ମୀ ଠାକୁରାଣୀଙ୍କ ମନ ଜିଣିଲା ପରେ ମନ୍ଦିର ଭିତରକୁ ପ୍ରବେଶ ମିଳିବଥାଏ ।

Related posts

ଆଜି ରାଜ୍ୟରେ୧୦୭ କ୍ୱାରେଣ୍ଟାଇନ କେନ୍ଦ୍ରର, ୫ ଲୋକାଲ

mahabharatanews

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି

mahabharatanews

ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ବର୍ଣ୍ଣବୋଧ ଉତ୍ସବ ଅନୁଷ୍ଠିତ

mahabharatanews