ଓଡିଶା

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

(ଭୁବନେଶ୍ୱର) : ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଆଜି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଛି ।

ସୂଚନାନୁଯାୟୀ , ୨୦୧୯ ମେ’ ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍‌ ବୈଠକ । ନିର୍ବାଚନୀ ଇସ୍ତାହାରରେ ଦିଆଯାଇ ଥିବା ପ୍ରତିଶ୍ରୁତି ପୂରଣ କରିବାକୁ କ୍ୟାବିନେଟ୍‌ ନିଷ୍ପତ୍ତି ନେଇଥିଲା ।

 

 

ଆମକୁ ଫୋଲୋ କରନ୍ତୁ

Related posts

ସମସ୍ୟା ଘେରରେ ବ୍ରିଟିଶ ଅମଳର “ସିଂଲା ଥାନା

mahabharatanews

ହକି ବିଶ୍ୱକପ ପାଇଁ ପଞ୍ଚାୟତରେ ଆୟୋଜନ ନହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ

mahabharatanews

ନୟାଗଡ଼ ଟାଉନ ଥାନା ସୁଳିଆ ଗାଁରେ ବିଳମ୍ବିତ ରାତିରେ ବୋମାମାଡ଼

mahabharatanews