ଓଡିଶା

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୁଉ ଦର୍ଶନ 

(ପୁରୀ) : ଆଜି କାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । କାଲି ଚୈତ୍ର ଶୁକ୍ଳ ଦ୍ବିତୀୟା ତିଥ୍। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।

ସୂଚାନନୁଯାୟୀ , ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ବାର ବନ୍ଦ ରହିବା ଦତ୍ତମହାପାତ୍ର ସେବକମାନେ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବୋ ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Related posts

ଲକଡାଉନକୁ ଅବମାନନା କରି ନିଲମ୍ବିତ

mahabharatanews

ଧଳା କେଶରୁ ରକ୍ଷା ପାଇବାର ଘରୋଇ ଉପାୟ

mahabharatanews

ଇଣ୍ଡୋନେସିଆରେ ବଡଧରଣର ଭୂକମ୍ପ ଝଟ୍‌କା ଅନୁଭୂତ

mahabharatanews