ଓଡିଶାଭାରତ

ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ଫେବୃଆରୀ ୨୯ ତାରିଖରେ ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୯ ତାରିଖରେ ଖିଚିଂ ଠାରେ ଥିବା ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀ ଠାକୁରାଣୀଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଖିଚିଂ ମନ୍ଦିର କାର୍ଯ୍ୟାଳୟକୁ ରାଷ୍ଟ୍ରପତି ଭବନରୁ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସୂଚନା ଦିଆଯାଇଛି । ଖିଚିଂ ମନ୍ଦିର କାର୍ଯ୍ୟାଳୟକୁ ଆସିବାରେ ଏହା ହେଉଛି ପ୍ରଥମ ଘଟଣା । ଏହାକୁନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି ।

Related posts

ପାଟଣା ଧାନ ବିକ୍ରୟ କେନ୍ଦ୍ରରେ ଉତ୍ତେଜନା

mahabharatanews

ଦିଲ୍ଲୀ ପ୍ରଦୂଷଣକୁ ନେଇ ଚିନ୍ତା, ଏକ୍ୟୁଆଇ ପାର କଲା ୪୫୦

mahabharatanews

ମୁନିଗୁଡା ଡାକ ବଙ୍ଗଳାରେ କଂଗ୍ରେସର ମିଶ୍ରଣ ପର୍ବ ଅନୁଷ୍ଠିତ

mahabharatanews