ଓଡିଶା

ଓସିଏସ ପରୀକ୍ଷା ଫଳ: ତେଜସ୍ୱିନୀ ବେହେରା ଟପ୍ପର ଟପ୍-୧୦ରେ ୭ମହିଳା

ଭୁବନେଶ୍ୱର : ୨୦୨୦ ମସିହା ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ବାଜି ମାରିଛନ୍ତି ତେଜସ୍ୱିନୀ ବେହେରା । ସେହିଭଳି ପ୍ରଥମ ତିନି ସ୍ଥାନରେ ମହିଳା ରହିଛନ୍ତି । କେବଳ ଏତିକି ନୁହେଁ ଟପ-୧୦ରେ ୭ ମହିଳା ସ୍ଥାନ ପାଇଛନ୍ତି । କୃତକାର୍ଯ୍ୟ ହୋଇଥିବା ୩୯୨ ଜଣଙ୍କ ମଧ୍ୟରେ ୧୪୮ ମହିଳା ରହିଛନ୍ତି ।ଦ୍ୱିତୀୟ ସ୍ଥାନରେ ଶୁଭଙ୍କରୀ ସୁଦେଶ୍ନା ଦାସ, ତୃତୀୟ ସ୍ଥାନରେ ଅନନ୍ୟା ସୃଷ୍ଟି ଶତପଥୀ, ଚତୁର୍ଥ ସ୍ଥାନରେ ଦେବବ୍ରତ କର, ପଞ୍ଚମ ସ୍ଥାନରେ ଦେବବ୍ରତ ମହାରଣା, ଷଷ୍ଠ ସ୍ଥାନରେ ଅଭିସ୍ମିତା ତେୱାରୀ, ସପ୍ତମ ସ୍ଥାନରେ ଶୁଭଶ୍ରୀ ରଥ, ଅଷ୍ଟମ ସ୍ଥାନରେ ଶ୍ରୀତପା ମିଶ୍ର, ନବମ ସ୍ଥାନରେ ବିବେକାନନ୍ଦ ଷଡଙ୍ଗୀ, ଦଶମ ସ୍ଥାନରେ ତପ୍ତୀ ରାଜ ରହିଛନ୍ତି ।

Related posts

ସାରସକଣା ବ୍ଲକ ସ୍ଥରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଉଦଘାଟନ

mahabharatanews

ପଦ୍ମପୁର ଉପନିର୍ବାଚନ କମିଲା ମତଦାନ ସମୟ

mahabharatanews

କରୋନା କଲା କାଙ୍ଗାଳ: ବ୍ୟବସାୟ ବୁଡିଲା ପରେ ହାତରେ ଭିକ୍ଷାଥାଳ

mahabharatanews