ଭୁବନେଶ୍ବର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ଉପରେ ବ୍ରେକ ଲାଗୁ ନାହିଁ । ଗତ ୨୪ ଘଣ୍ଟାରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯୭୯୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୮୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗରେ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।
Regret to inform the demise of fourteen #COVID19 positive patients while under treatment in hospitals.
1.A 50-year old male of Balasore district who was also suffering from Diabetes.
2. A 48-year old female of Balasore district who was also suffering from Asthma.
— H & FW Dept Odisha (@HFWOdisha) August 29, 2020
6.A 55-year old male of Cuttack district who was also suffering from Diabetes.
7.A 58-year old female of Cuttack district who was also suffering from Hypothyroidism.
8.A 30-year old male of Jagatsinghpur district who was also suffering from Chronic Kidney Disease.
— H & FW Dept Odisha (@HFWOdisha) August 29, 2020
11.A 55-year old male of Malkangiri district who was also suffering from Diabetes, hypertension & Cerebrovascular Accident.
12.A 55-year old male of Malkangiri district.
13.A 71-year old male of Puri district.
— H & FW Dept Odisha (@HFWOdisha) August 29, 2020