Uncategorizedଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୦ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ by mahabharatanewsJune 5, 20210223 Share0 (ଦିଲ୍ଲୀ) : ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୮୦ଜଣଙ୍କ ମୃତ୍ୟୁ ହୋଇଛି ।