ଭାରତ

ଜୁନ୍ ୧୩ ତାରିଖରେ ହେବ ରାଜ୍ୟସଭା ଉପନିର୍ବାଚନ

ନୂଆଦିଲ୍ଲୀ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂ ପଦ ଛାଡିବା ପରେ ଏହି ଉପନିର୍ବାଚନ ହେବ । ଜୁନ୍ ୧୩ ତାରିଖରେ ହେବ ଉପନିର୍ବାଚନ । ମେ ୨୬ରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଜୁନ୍ ୩ରେ ନାମାଙ୍କନ ଯାଞ୍ଚ, ୬ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିବାର ଅବଧୀ ରହିବ । ତେବେ ଜୁନ୍ ୧୩ରେ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ । ଜୁନ୍ ୧୩ତାରିଖ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି । ତେବେ ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ ଯାଏଁ ରହିବେ ।

Related posts

କୋଭିଡ ଟୀକାକରଣ ପ୍ରମାଣପତ୍ରରୁ ହଟିଲା ମୋଦୀଙ୍କ ଫଟୋ

mahabharatanews

‘ସେଲା ଟନେଲ’କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

mahabharatanews

୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଚାଲିଛି ମତଦାନ 

mahabharatanews