ଓଡିଶା

ଦୁଇଟି ବାଇକ ସହ ଘର ପୋଡି

(ରଜନୀକାନ୍ତ ପାତ୍ର / ଗଞ୍ଜାମ): ହିଞ୍ଜିଳି ଥାନା ଅଧୀନ ରାଳବ ଗ୍ରାମ ତୋଟା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି । ବୁଧବାର ବିଳମ୍ବିତ ରାତିରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି କୁସିଆଙ୍କ ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଥିବା ସହ ୨ ଟି ବାଇକ ପୋଡ଼ିଯାଇଛି । ଖବର ପାଇ ହିଞ୍ଜିଳି ଦମକଳ ବାହିନୀ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିବା ବେଳେ ଅଗ୍ନିକାଣ୍ଡର ପ୍ରକୃତ କାରଣ ବର୍ତମାନ ସୁଦ୍ଧା ଜଣାପଡିନାହିଁ କ୍ଷ କେହି ଦୁବୃର୍ତ୍ତ ପ୍ରତିଶୋଧ ପରାୟଣ ହୋଇ ନିଆଁ ଲଗାଇଥାଇ ପାରେ ବୋଲି ଅନୁମାନ କରାଯାଉଛି ।

Related posts

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ରୋଗୀଙ୍କ ସମେତ ୩ ଆହତ

mahabharatanews

ରାଜ୍ୟରେ ପୁଣି ୯ ଜଣଙ୍କ ଜୀବନ ନେଲା କରୋନା

mahabharatanews

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

mahabharatanews