Uncategorized

ଦେଶରେ ୨୪ ଘଣ୍ଟାରେ ୫୬୦୯ ନୂଆ ଆକ୍ରାନ୍ତ ଚିହ୍ନଟ: ୧୩୨ ମୃତ

ଭୁବନେଶ୍ୱର: ମହାମାରୀ କରୋନା ଭାରତରେ ଗମ୍ଭୀର ହେବାରେ ଲାଗିଛି । ଲକ୍ ଡାଉନ୍ ସତ୍ତ୍ଵେ ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୫୬୦୯ ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହାସହ ୧୩୨ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧ ଲକ୍ଷ ୧୨ ହଜାର ୩୪୯ ରେ ପହଂଚିଛି । ଏପର୍ୟ୍ୟନ୍ତ ଭାରତରେ ୩ ହଜାର ୪୩୫ ଜଣଙ୍କ ମୃତ୍ୟୁ ଘଟିଛି । ୪୫,୩୦୦ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ ,୬୨୪ ସକ୍ରିୟ ଅଛନ୍ତି। ଏବେ ୬୩ ହଜାର ୬୨୪ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

Related posts

ଜର୍ମାନରୁ ଉଠିବ ଲକଡାଉନ: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଜନସମାବେଶ ଉପରେ ପ୍ରତିବନ୍ଧକ

mahabharatanews

ପୁଣି ଏକ ଲଘୁଚାପକୁ ନେଇ ସତର୍କ କଲାଣି ଭାରତୀୟ ପାଣିପାଗ ବିଭାଗ

mahabharatanews

କରୋନାରେ ବିହାର ମୁଖ୍ୟମନ୍ତ୍ରୀଙ୍କ ଝିଆରୀ ପୀଡିତ

mahabharatanews