ଭାରତ

ବାୟୁସେନା ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ଦିଲୀପ ପଟ୍ଟନାୟକ

ନୂଆଦିଲ୍ଲୀ: ବାୟୁସେନା ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ଓଡ଼ିଆ ପୁଅ ଏୟାର ମାର୍ଶାଲ ଦିଲୀପ ପଟ୍ଟନାୟକ । ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍ ଚିଫ୍ ଭାବେ ଦିଲୀପଙ୍କୁ ମିଳିଛି ନିଯୁକ୍ତି । ଏହି ପଦ ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡିଆ । ଅକ୍ଟୋବର ୨ ତାରିଖରେ ସେ ଏହି ଦାୟିତ୍ୱ ଗ୍ରହଣ କରିବେ । ମିରେଜ୍ ପାଇଲଟ୍ ଭାବେ ଦିଲୀପଙ୍କ ଦକ୍ଷତା ମଧ୍ୟ ରହିଛି। କାର୍ଗିଲ ଯୁଦ୍ଧରେ ଅପୂର୍ବ ସାହସିକତା ପାଇଁ ବାୟୁସେନା ମେଡାଲ ପାଇଥିଲେ ଦିଲ୍ଲୀପ।

Related posts

ଆଜି ମୁମ୍ବାଇରେ ଖୋଲିଲା ଦେଶର ପ୍ରଥମ ଆପଲ୍ ଷ୍ଟୋର

mahabharatanews

ଇଡି ଚାର୍ଜସିଟ୍‌ରେ ପ୍ରଥମ ଥର ପାଇଁ ପ୍ରିୟଙ୍କା ଗାନ୍ଧିଙ୍କ ନାମ  

mahabharatanews

ଦିଲ୍ଲୀରେ ଆଉ ନାହିଁ ବର୍ଷା 

mahabharatanews