ଓଡିଶା

ବିଦ୍ୟୁତ୍ ସଂସ୍ପର୍ଶରେ ମହିଳାଙ୍କ ମୃତ୍ୟୁ

ପାଟଣା: କେନ୍ଦୁଝର ଜିଲା ତାଳପଦା ଗ୍ରାମରେ ଘଟିଛି ଅଘଟଣ । ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ସୋମବାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଉଛନ୍ତି ବିକାଶ ମୁଣ୍ଡାଙ୍କ ପତ୍ନୀ ମିନାକ୍ଷୀ ମୁଣ୍ଡା । ତଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ୧୦୮ ଯୋଗେ ପାଟଣା ଗୋଷ୍ଠୀ ସ୍ୱାସ୍ଥକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Related posts

ସ୍ୱାଧୀନତା ଆନ୍ଦୋଳନରେ ବୋଲଗଡ଼ର ଅବଦାନ ସମ୍ପର୍କରେ ଆଲୋଚନା ଚକ୍ର

mahabharatanews

ବାରହା ଆକ୍ରମଣରେ ଯୁବକ ଗୁରୁତର

mahabharatanews

ଆଖି ବୁଜିଲେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ 

mahabharatanews