ଓଡିଶା

ବିଦ୍ୟୁତ୍ ସଂସ୍ପର୍ଶରେ ମହିଳାଙ୍କ ମୃତ୍ୟୁ

ପାଟଣା: କେନ୍ଦୁଝର ଜିଲା ତାଳପଦା ଗ୍ରାମରେ ଘଟିଛି ଅଘଟଣ । ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ସୋମବାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଉଛନ୍ତି ବିକାଶ ମୁଣ୍ଡାଙ୍କ ପତ୍ନୀ ମିନାକ୍ଷୀ ମୁଣ୍ଡା । ତଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ୧୦୮ ଯୋଗେ ପାଟଣା ଗୋଷ୍ଠୀ ସ୍ୱାସ୍ଥକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Related posts

ଜାତୀୟ କ୍ରୀଡ଼ା ଦିବସ; ଦୁଇଜଣଙ୍କୁ ମରଣୋତ୍ତର ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

mahabharatanews

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢାଇଲେ ଶିକ୍ଷକ ଶିକ୍ଷୟତ୍ରୀ

mahabharatanews

ରାଜଧାନୀରେ ମାଳମାଳ ଚୋରା ଫୋନ ଦଲାଲ

mahabharatanews