ଅପରାଧଓଡିଶା

ବେନିୟମ ଭାବେ ବାଲି ଚାଲାଣ

(ଓମ ପ୍ରକାଶ ମିଶ୍ର / ସୋନପୁର) ; ମନମୁଣ୍ଡା ବ୍ରିଜ ତଳ ତେଲ ନଦୀ ରୁ ୪ ଟି ଟ୍ରାକ୍ଟର ଓ ଗୋଟିଏ ହାଇୱକ୍ଷ କୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ଉପ ଜିଲ୍ଲାପାଳ, ସୋନପୁର ଶ୍ରୀ ନିହାର ରଞ୍ଜନ କଁହର ଙ୍କ ନିର୍ଦେଶକ୍ରମେ ତହସିଲଦାର ସୋନପୁର ଶ୍ରୀ ନଵୀନ କିଶୋର ପାଢ଼ୀ ଚଢ଼ାଉ କରିଛନ୍ତି । ବେନିୟମ ବାଲି ଚାଲାଣ ନିମନ୍ତେ ୬୮,୦୦୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି କ୍ଷ ଏହି ଚଢ଼ାଉ ସମୟରେ ଅତିରିକ୍ତ ତହସିଲଦାର ପ୍ରମୋଦ କୁମାର ମେହେର, ରାଜସ୍ବ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ,ଜରା ସିଂ ବରିହା ରେଭେନ୍ୟୁ ସୁପରଭାଇଜର ତଥା ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ କ୍ଷ

 

Related posts

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସରେ ଧୁମ୍ ଧାମ୍ ରେ ଆୟୋଜନ

mahabharatanews

ମାଲକାନଗିରିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

mahabharatanews

ଝାଡଖଣ୍ଡ ଦୁମକା ହତ୍ୟା ମାମଲା

mahabharatanews