ଓଡିଶାରାଜନୀତି

ମାଟ୍ରିକ ପରୀକ୍ଷା ଦେଲେ ସୋରଡା ବିଧାୟକ

(ଗଞାମ) ; ଅସନ୍ତୁଷ୍ଟଙ୍କ ପାଇଁ ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ଏହି ପରୀକ୍ଷାରେ ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ହା ମଧ୍ୟରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ୱାଇଁ ମଧ୍ୟ ମାଟ୍ରିକ ପରୀକ୍ଷା ଦେଉଛନ୍ତି। ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଶାସକ ଦଳ ବିଧାୟକ ପୂର୍ଣ ଚନ୍ଦ୍ର ସ୍ୱାଇଁ। ବିଦାୟକ ଅନେକଥର ମାଟ୍ରିକ ପରୀକ୍ଷା ଦେବାକୁ ଚେଷ୍ଟା କରିଥିଲେ କିନ୍ତୁ ସମାଜସେବା ପାରିବାରିକ ଏବଂ ରାଜନୈତିକକ ଭିତରେ ରହି ପରୀକ୍ଷା ଦେବାର ସୁଯୋଗ ପାଇପାରିନଥିଲେ । କିନ୍ତୁ ଆଜି ସୋରଡା ବିଧାୟକ ମାଟ୍ରିକ ପରୀକ୍ଷା ଦେଇଛନ୍ତି ।

Related posts

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କା  ଘୋଷଣା

mahabharatanews

ଆଉ ୨୬ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

୧୧ଟା ସୁଦ୍ଧା ୨୧.୩୨% ମତଦାନ ରେକର୍ଡ

mahabharatanews