ଓଡିଶା

ରାଜଧାନୀରେ ୪୦ ଟପିଲା ତାପମାତ୍ରା

(ଭୁବନେଶ୍ୱର) :  ପୁଣି ୪୦ ଡିଗ୍ରୀ ଟପିଲା ଭୁବନେଶ୍ୱର ତାପମାତ୍ରା । ଆଜି ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି । ଗତ ଏପ୍ରିଲ ୨୦ରେ ସର୍ବୋଚ୍ଚ ୪୩.୨ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ଭୁବନେଶ୍ୱର ସହ ଆଜି ଦିନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡାରେ ସର୍ବୋଚ୍ଚ ତାମପାତ୍ରା ୪୨.୨ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।

ସେହିପରି ବାଲେଶ୍ୱର ୩୩.୬, ପୁରୀ ୩୩, ପାରାଦୀପ ୩୨.୬ ଡିଗ୍ରୀ ରେକର୍ଡ ହୋଇଛି । ଅପରପକ୍ଷେ ସୋମବାର ଦିନ (ଗତକାଲି) ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି ।

Related posts

ମାଲକାନଗିରି ଜିଲ୍ଲାରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ରାଜ୍ୟରୁ ଆଉ ଜଣେ ସଂକ୍ରମିତ ଚିହ୍ନଟ

mahabharatanews

ଜୁନାଗଡ଼ ଆରଏମସି ଠାରେ ଭାଜପା ପକ୍ଷରୁ ସର୍ଦ୍ଧାର ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳନ

mahabharatanews