ଓଡିଶା

ରାଜ୍ୟରେ କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଥିବା ବେଳେ କିନ୍ତୁ କରୋନାଜନିତ ମୃତ୍ୟୁରେ କୌଣସି ପରିବର୍ତ୍ତନ ଆସିନାହିଁ । ଗତ ୨୪ ଘଣ୍ଟା ମଧରେ ୧୮ କରୋନା ସଂକ୍ରମିତଙ୍କ ଜୀବନ ନେଇଛି ଏହି ମହାମାରୀ ଭୂତାଣୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୫୯୫୪ ଚିକିତ୍ସିତ ହେଉଥିବା ବେଳେ ୨୨୭୬୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗରେ ହୋଇଛି ।

Related posts

ଅନଲକ୍-୪ ପାଇଁ ଗାଇଡଲାଇନ ଜାରି: ସଟ୍ ଡାଉନ ହଟିଲା, ବନ୍ଦ ରହିବ ଶିକ୍ଷାନୁଷ୍ଠାନ

mahabharatanews

କୋଭିଡ-୧୯ ମୁକାବିଲା ପାଇଁ ପର୍ଯ୍ୟାପ୍ତ ଔଷଧ ରହିଛି: ଜାମିନୀ ଷଡଙ୍ଗୀ

mahabharatanews

ଆଜିଠୁ ୩ ମାସ ଧରି ପର୍ଯ୍ୟଟକଙ୍କୁ ଶିମିଳିପାଳ ମନା

mahabharatanews