ଓଡିଶା

ରୋଗୀ ଆଣିବାକୁ ଯିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

(ମହାଭାରତ, ନୀଳଗିରି): ବାଲେଶ୍ୱର ଜିଲ୍ଲା ନୀଳଗିରିସ୍ଥିତ ଭାଲୁକାଶୁଣି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ରୋଗୀ ଆଣିବାକୁ ଯାଉଥିବା ବେଳେ ଗୋଟିଏ ୧୦୮ ଆମ୍ବୁଲାନ୍ସ ଗଛରେ ପିଟି ହୋଇ ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଗୁରୁବାର ସକାଳେ ଆମ୍ବୁଲାନ୍ସଟି ନୀଳଗିରିରୁ ଯମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିଲା । ଏହି ସମୟରେ ଆମ୍ବୁଲାନ୍ସଟି ତିନିକୋଶିଆ ଜଙ୍ଗଲରେ ଭାଲୁକାଶୁଣି ନିକଟରେ ଏକ ଗଛରେ ପିଟି ହୋଇ ଯାଇଥିଲା । ଗାଡିର ଚକ ଫାଟି ଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

Related posts

କାହା ନିର୍ଦ୍ଦେଶରେ ଗୁପ୍ତ ବୈଠକ ? ବିଜେଡି ବୈଠକରେ ଜିଲ୍ଲାପାଳ ଓ ଏସପିଙ୍କ ଉପସ୍ଥିତିକୁ ନେଇ ଚର୍ଚ୍ଚା

mahabharatanews

ଦୂତି ପ୍ରେମିକାଙ୍କୁ ସଫଳତାର ଶ୍ରେୟ ଦେବା ପରେ ସରସ୍ୱତୀଙ୍କ ପ୍ରଶ୍ନ

mahabharatanews

ମାଲକାନଗିରି ଜଙ୍ଗଲରେ ମାଓବାଦୀଙ୍କ ଅତ୍ୟାଧୁନିକ ତାଲିମ ଶିବିର

mahabharatanews