ଓଡିଶା

ଶିଶୁକୁ ଦୁଷ୍କର୍ମ ଅଭିଯୋଗ

(ମହାଭାରତ, ଦେବଗଡ): ଦେବଗଡ ଜିଲ୍ଲା ରିଆମାଳ ଅଞ୍ଚଳରେ ଜଣେ ଶିଶୁ ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଜଣେ ୪ ବର୍ଷର ଶିଶୁକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଖେଳିବାକୁ ଡାକି ନେଇ ସେମାନେ ଏହି କାଣ୍ଡ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଏନେଇ ଏକ ମାମଲା ରୁଜୁ କରିବା ସହ ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି । ଶିଶୁକୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଡାକ୍ତରୀ ମାଇନା କରାଯାଇଥିଲା । ପୋଲିସ ଏହି ଘଟଣାର ତଦନ୍ତ କରୁଛି ।

Related posts

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ 

mahabharatanews

ଠିକାଦାର-କନିଷ୍ଠ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା: ପାଣି ପାଇଁ ଡହଳ ବିକଳ ବ୍ଲକବାସୀ

mahabharatanews

କାଠ ଗଣ୍ଡି ବୋଝେଇ ଟାଟା ଏସି ଗାଡି ଜବତ: ଜଣେ ଅଟକ

mahabharatanews