ଓଡିଶା

ଶୀତ ଅଧିବେଶନ ଡିସେମ୍ବର ୩୧ରେ ବସିବା ସମ୍ଭାବନା

ଭୁବନେଶ୍ୱର: ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ବସିବା ନେଇ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ନିୟମ ଅନୁଯାୟୀ ୬୦ ଦିନ ଗୃହ କାର୍ୟ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ୟ୍ୟ ଚାଲିଛି। ଡିସେମ୍ବର ପୂର୍ବରୁ ଆଉ ୪୦ ଦିନର ବସିବାକୁ ବାକି ରହିଛି। ତେବେ ଚୂଡାନ୍ତ ରୂପରେଖ ପାଇଁ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ଅପେକ୍ଷା ରହିଛି । ରାଜ୍ୟପାଳଙ୍କ ନିଷ୍ପତ୍ତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି ବାଚସ୍ପତି ସୂଚନା ଦେଇଛନ୍ତି ।

 

Related posts

ହୋଟେଲ କର୍ମଚାରୀଙ୍କୁ ମରଣାନ୍ତଙ୍କ ଆକ୍ରମଣ

mahabharatanews

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

mahabharatanews

ରାସ୍ତା ମଝିରେ ଜଳିଗଲା ଟ୍ରକ୍

mahabharatanews