ଓଡିଶା

ଶ୍ରୀମନ୍ଦିରର ଜଗମୋହନ ଭିତରେ ହବିଷ୍ୟାଳୀଙ୍କୁ ମାଡ ମାରିଛନ୍ତି ପୋଲିସ

ପୁରୀ(ଚିନ୍ମୟୀ ସ୍ୱାଇଁ):-ଶ୍ରୀମନ୍ଦିରରେ ମହିଳା ଶ୍ରଦ୍ଧାଳୁଙ୍କୁ ମାଡ । କାର୍ତ୍ତିକ ବ୍ରତ ପାଳନ ଲାଗି ପୁରୀ ଆସି ବାସେଳିସାହିରେ ରହୁଥିଲେ । ଶ୍ରୀମନ୍ଦିର ପରିସରରେ ମହିଳା ଶ୍ରଦ୍ଧାଳୁଙ୍କୁ ପୋଲିସର ମାଡ ।ଘଣ୍ଟିଦ୍ୱାର ନିକଟରେ ପୋଲିସ ମାଡ ମାରିଥିବା ଅଭିଯୋଗ । ମହିଳାଙ୍କ ମୁଣ୍ଡରେ ଆଘାତ ଲାଗିଛି, ପୁରୀ ହସ୍ପିଟାଲରେ ଭର୍ତ୍ତି । ପଞ୍ଚୁକରେ ହବିଷ୍ୟାଳୀଙ୍କୁ ମାଡି ମାରିଛନ୍ତି ପୋଲିସ ।

ମହାକାର୍ତ୍ତିକ ଧାର୍ମିକ ମାସ ପଞ୍ଚୁକରେ ଭକ୍ତଙ୍କୁ ଆକ୍ରମଣ କରିଛି ପୋଲିସ । ଶ୍ରୀମନ୍ଦିର ଜଗମୋହନ ଭିତରେ ହବିଷ୍ୟାଳୀଙ୍କୁ ମାଡ ମାରିଛନ୍ତି ପୋଲିସ । ଗୁରୁତର ମହିଳା ଭକ୍ତ ଜଣଙ୍କ ବ୍ରହ୍ମପୁର ଅଞ୍ଚଳର ମାଧୁରୀ ଦାସ । ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି

Related posts

ଖଜୁରୀଡିହା କ୍ୱାରେଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କୁ ମିଳୁଛି ବାସି ଖାଦ୍ୟ

mahabharatanews

ଶୁଣିଲାନି ପ୍ରଶାସନ, ଗାଁ ରାସ୍ତା ତିଆରି କଲେ ଯୁବଗୋଷ୍ଠୀ

mahabharatanews

ଅପରାହ୍ନରେ ଦୁଇ ଘଣ୍ଟା ଲେଖାଏଁ ଓପିଡି ବନ୍ଦ କରିବାକୁ ଚେତାବନୀ ଦେଇଛି ଓମସା

mahabharatanews