ଓଡିଶା

ସାମ୍ବାଦିକ ସମ୍ମିଳନୀ

ସୂର୍ଯ୍ୟକାନ୍ତ ବେହେରା/ ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଆୟୋଜନ କରାଯାଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ କୋଭିଡ଼-୧୯ ମୁକାବିଲା କରିବା ଲାଗି ପ୍ରଶାସନ ପକ୍ଷରୁ କିପରି ପଦକ୍ଷେପ ନିଆ ଯାଇଥିଲା ଓ ଆଗାମୀ ଦିନରେ କଣ ସବୁ ପଦକ୍ଷେପ ନିଆଯିବ ସେ ନେଇ ଜିଲ୍ଲାପାଳ ଶ୍ରୀ ମନେଷ ଅଗ୍ରୱାଲ ଗଣମାଧ୍ୟମକୁ ସୂଚନା ଦେଇଥିଲେ।

Related posts

ଅନାଥ ଶିଶୁକନ୍ୟା ସାଇ ମିନାକ୍ଷୀଙ୍କୁ ମିଳିଲା ନୂଆ ପରିଚୟ

mahabharatanews

ଭୁବନେଶ୍ୱରରେ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

mahabharatanews

ଭାଲୁ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

mahabharatanews