ଓଡିଶା

ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

(ମମତା ସାମଲ): ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨ଜଣ ଆକ୍ରାନ୍ତ। ଏମାନେ ରାଉଲକେଲା ଅଞ୍ଚଳର ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ ଛୁଇଁଥିବା ବେଳେ ସୁନ୍ଦରଗଡରେ ମୋଟ୍ ୧୦ ଜଣ ଆକ୍ରାନ୍ତ ହୋଇଛନ୍ତି। ଆଜି ରାଉରକେଲାର ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ବର୍ତ୍ତମାନ ସୁନ୍ଦରଗଡ଼ରେ ସକ୍ରିୟ କେସ ୫ ରହିଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ରାଜ୍ୟରେ ୧୦୦ ଟି ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।

Related posts

ଏକ ଲକ୍ଷ ୮୫ ହଜାର ୩୫୩ ଜଣ ହିତାଧିକାରୀଙ୍କୁ ୩୮ କୋଟି ୧୧ ଲକ୍ଷ ୧୬ ହଜାର ଟଙ୍କା ପ୍ରଦାନ

mahabharatanews

ଆହୁରି ବଢିବ ବର୍ଷାର ପରିମାଣ, ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

mahabharatanews

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଭେଟି, କାଳିଆ ହିତାଧିକାରୀ ପାଇବେ ୨ହଜାର ଟଙ୍କା

mahabharatanews