ଓଡିଶା

ସ୍କ୍ରବ ଟାଇଫ୍‌ସ ଭୟ; ସୁନ୍ଦରଗଡ଼ରେ ସର୍ବାଧିକ  

(ସୁନ୍ଦରଗଡ଼) : ରାଜ୍ୟରେ ଡେଙ୍ଗୁ ପରେ ସ୍କ୍ରବ ଟାଇଫ୍‌ସ । ବିଶେଷ କରି ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫ୍‌ସ। ଗତକାଲି ଗୋଟିଏ ଦିନରେ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୧୬୨ରେ ପହଞ୍ଚିଛି। ଯାହା ରାଜ୍ୟରେ ଏହା ସର୍ବାଧିକ ।  

ସୂଚନାନୁଯାୟୀ, ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ। କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ। ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି ଡାକ୍ତର କହିଛନ୍ତି ।

Related posts

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ; ମୃତୟନ ହେବେ ୧୨୫ ସିଏପିଏଫ୍ କମ୍ପାନୀ

mahabharatanews

ଅଭିମନ୍ୟୁ ସାମନ୍ତ ସିଂହାର ଭବନରେ ବିସିଜେଡିର ବୈଠକ

mahabharatanews

ଟାଟା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ୍ ଲିକ, ୧୯ ଗୁରୁତର

mahabharatanews