ରାଜନୀତି

୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲଙ୍କ ଶପଥପାଠ

ଅହମ୍ମଦାବାଦ: ଗୁଜରାଟ ମୁଖ୍ୟମନ୍ତ୍ରୀ ରୂପେ ଭୂପେନ୍ଦ୍ର ପଟେଲଙ୍କ ଶପଥପାଠ। ପଟେଲ ରାଜ୍ୟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଛନ୍ତି । ଗୁଜରାଟ ତ ରାଜଭବନରେ ପଟେଲଙ୍କ ଶପଥ ସମାରୋହ ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ରାଜ୍ୟପାଳ ଆଚାର୍ଯ୍ୟ ଦେବ୍ରାତ ମୁଖ୍ୟମନ୍ତ୍ରୀ ପଦ ଓ ଗୋପୀୟତାର ଶପଥ ପାଠ କରାଇଛନ୍ତି । ଏହି ଶପଥ ସମାରୋହରେ ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପିର ଅନେକ ବଡ ବଡ ନେତା ସାମିଲ ଥିଲେ।

 

Related posts

ଦଳିତ, ନିଷ୍ପେସିତ, ବଞ୍ଚିତଙ୍କ ସ୍ୱର କୁହାଯାଉଥିବା କେନ୍ଦ୍ର ମନ୍ତ୍ରୀ ରାମ ବିଲାସ ପାଶ୍ୱାନଙ୍କ ଦେହାନ୍ତ

mahabharatanews

ଧାନଗଛ ରୋଇଲେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ

mahabharatanews

ଲେନ୍ସ ସାମ୍ନାରେ ବିଜେଡି ନେତାଙ୍କ ଜବରଦସ୍ତ ଆକ୍ଟିଂ!

mahabharatanews