ଓଡିଶା

୨୧ରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ

 (ଭୁବନେଶ୍ଵର) : ଆସନ୍ତା ୨୧ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ ଏହି ଓଡ଼ିଶା ଗସ୍ତ ସମୟରେ ୪ଟି ନିର୍ବାଚନୀ ସଭାରେ ଯୋଗ ଦେବେ ଅମିତ ଶାହ। କେନ୍ଦ୍ର ଗୃହମନ୍ତ୍ରୀ ସକାଳେ ପ୍ରଥମେ ସମ୍ବଲପୁରରେ ନିର୍ବାଚନ ପ୍ରଚାର କରିବେ।

ସୂଚନାନୁଯାୟୀ , ଏହାପରେ ସେ କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଓ ନୟାଗଡ଼ରେ  ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ରାଉରକେଲାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।

Related posts

ପ୍ରଶାସନର କଟକଣାକୁ ଫୁ

mahabharatanews

୧୪୮ କୋଟି ବ୍ୟୟ ଅଟକଳରେ ପୁନଃନିର୍ମାଣ ହେଉଛି ଇନ୍ଦ୍ରାବତୀ ପାର୍କ

mahabharatanews

ରାଜ୍ୟରେ ଆଉ ୪୨୩୭ ସଂକ୍ରମିତ ଚିହ୍ନଟ

mahabharatanews