ଅପରାଧ

୩ କୁଇଣ୍ଟାଲ ଗଞ୍ଜେଇ ଜବତ: ୫ ଗିରଫ

କୋରାପୁଟ: ଜୟପୁର ପୁଲିସକୁ ମିଳିଛି ଏକ ବଡ ଧରଣର ସଫଳତା । ଗଞ୍ଜେଇ ଚୋରାଚାଲାଣ ବେଳେ ପୁଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି । ବିଶେଷ ସୂତ୍ରରୁ ଜୟପୁର ପୁଲିସକୁ ଗଞ୍ଜେଇ ଚାଲାଣର ସୂଚନା ମିଳିଥିଲା । ଏହାପରେ ପୋଲିସ ଟିମ୍ ଚଢାଉ କରି ପ୍ରାୟ ୩୧୦ କେଜି ଗଞ୍ଜେଇ ଜବତ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବା ବୋଲି ଜଣାପଡିଛି । ଏହି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ନଗଦ ୧.୫ ଲକ୍ଷ ଟଙ୍କା ସହ ଗୋଟିଏ କାର୍, ୨ଟି ବାଇକ୍, ୫ଟି ମୋବାଇଲ ଫୋନ୍ ଜବତ ହୋଇଛି ।

Related posts

୧୩୫କେଜି ଗଞ୍ଜେଇ ଜବତ

mahabharatanews

ଫେରାର ହେବା ପରେ ଥାଇଲ୍ୟାଣ୍ଡରେ ଅଟକ ରହିଲେ ଲୁଥ୍ରା ବ୍ରଦର୍ସ

mahabharatanews

ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୩ ନାବାଳକ ଥାନାରେ ଅଟକ

mahabharatanews