ଓଡିଶା

+୩ ନାମଲେଖା ବିଜ୍ଞପ୍ତି: ଅଗଷ୍ଟ ୨୦ ତାରିଖରୁ ଆବେଦନ

ଭୁବନେଶ୍ୱର: ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୨୦ ତାରିଖ ଦିନ ୧୧ଟାରୁ ଅନ୍ଲାଇନ୍ରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଆବେଦନର ଶେଷ ସମୟ ସେପ୍ଟେମ୍ବର ୪ ତାରିଖ ରାତି ୧୧.୪୫ ରଖାଯାିଛି । www.dhe.odisha.gov.in ତଥା www.samsodisha.gov.inରେ କମନ୍ ଆପ୍ଲିକେସନ୍ ଫର୍ମ ଉପଲବ୍ଧ ହେବ।
ସେପ୍ଟେମ୍ବର ୯ ତାରିଖ ଦିନ ୧୧ଟାରେ ପ୍ରଥମ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ। ସେପ୍ଟେମ୍ବର ୯ ତାରିଖ ଦିନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଅନଲାଇନ୍ରେ ଆଡ୍ମିଶନ ଫି’ ଦାଖଲ କରିବେ। ସେପ୍ଟେମ୍ବର ୨୧ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟରେ ୨୧ରୁ ୨୪ ତାରିଖ ମଧ୍ୟରେ ସାମ୍ସ ପୋର୍ଟାଲ୍ ମାଧ୍ୟମରେ ଅନ୍ଲାଇନ୍ରେ ଆଡ୍ମିଶନ୍ ଫି’ ଦାଖଲ କରିବେ।

Related posts

ପଦଯାତ୍ରା ପ୍ରସ୍ତୁତି ବୈଠକରେ ନିର୍ବାଚିତ ପ୍ରତିନିଧିଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କଙ୍କ ମନ୍ତ୍ର

mahabharatanews

ଧିମେଇ ପଡିଛି ଟିକିରା ସେତୁ ନିର୍ମାଣ

mahabharatanews

ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ

mahabharatanews