Uncategorized

୬୦ ଲକ୍ଷ ଟପିଲା ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ଥମିବାର ନାମ ନେଉନାହିଁ । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଲକ୍ଷ ପାର କରିଛି। ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଲକ୍ଷ ୭୪ହଜାର ୭୦୨ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୩୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୯୫ ହଜାର ୫୪୨ରେ ପହଞ୍ଚିଛି। ଦେଶରେ ଏବେ ୯ ଲକ୍ଷ ୬୨ ହଜାର ୬୪୦ ଜଣ ସକ୍ରୀୟ ରୋଗୀ ଥିବାବେଳେ ୫୦ ଲକ୍ଷ ୧୬ ହଜାର ୫୨୦ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ତିହାର ଜେଲରେ ପବନ ଜହ୍ଲାଦର ଫାଶୀ ଅଭ୍ୟାସ

mahabharatanews

କେଶ ଅଧିକ ପାଚୁଛି କି? ମେହେନ୍ଦି ପାଉଡରରେ ମିଶାଇ ଲଗାନ୍ତୁ ଏହି ତେଲ, କେଶ ହେବ ଘନ ଓ କଳା

mahabharatanews

ବାରିକେଡ ଭାଙ୍ଗିଲେ ଟ୍ରାକ୍ଟର ରାଲିରେ ସାମିଲ କୃଷକ

mahabharatanews