ଓଡିଶା

ବନ୍ଦ ହେଲା ହୀରାକୁଦର ୧୦ଟି ଗେଟ  

(ହୀରାକୁଦ) : ଉପରମୁଣ୍ଡରେ ବର୍ଷା ହ୍ରାସ ପାଉଥିବା ବେଳେ ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିବା ଜଣାଯାଇଛି। ବାମ ପଟରୁ ୭ ଓ ଡାହାଣ ପଟରୁ ୩ଟି ଗେଟ୍ ବନ୍ଦ ସୂଚନା ମିଳିଛି। ଏବେ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ପୂର୍ବରୁ ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା ।

ସୂଚନାନୁଯାୟୀ, ଜଳସେଚନ ନିମନ୍ତେ ବରଗଡ଼ ମୁଖ୍ୟ କେନାଲରେ ୧ ହଜାର କ୍ୟୁସେକ୍, ଶାସନ ମୁଖ୍ୟ କେନାଲରେ ୩୨୦ କ୍ୟୁସେକ୍ ଓ ସମ୍ବଲପୁର ଡିଷ୍ଟ୍ରିବ୍ୟୁଟାରିରେ ୬୮ କ୍ୟୁସେକ୍ ପାଣି ଛଡ଼ାଯାଇଥିବା ବେଳେ ଶିଳ୍ପାନୁଷ୍ଠାନକୁ ୨୫୧ କ୍ୟୁସେକ୍ ଯୋଗାଇ ଦିଆଯାଉଛି।

Related posts

କୃଷକଙ୍କ ଆୟବୃଦ୍ଧି ନିମନ୍ତେ ନାବାର୍ଡ଼ର ଗୋପାଳନ ସମ୍ବନ୍ଧୀୟ ତାଲିମ

mahabharatanews

ବିବାହିତା ମହିଳାଙ୍କୁ ବିବାହ ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ

mahabharatanews

ମହିଳା ସ୍ବାସ୍ଥ୍ୟ କର୍ମୀଙ୍କ ଦ୍ୱାରା ରକ୍ତ ନମୁନା ସଂଗ୍ରହ

mahabharatanews