ଓଡିଶା

୧ରୁ ୧୫ ଜୁଲାଇ ମଧ୍ୟରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା

(ମମତା ସାମଲ ): ସିବିଏସଇର ଦଶମ ଓ ଦ୍ୱାଦଶ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି । ଏହି ପରୀକ୍ଷା ୧ ଜୁଲାଇରୁ ୧୫ ଜୁଲାଇ ମଧ୍ୟରେ ହେବ । କେନ୍ଦ୍ରୀୟ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ଏନେଇ ଆଜି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସିବିଏସଇ ପରୀକ୍ଷାକୁ ନେଇ ବହୁଦିନରୁ କଳ୍ପନାଜଳ୍ପନା ଲାଗି ରହିଥିଲା । କରୋନା ମହାମାରୀ ଯୋଗୁଁ ସାରା ଦେଶରେ ଲକ୍-ଡାଉନ ଲାଗୁ ହୋଇଥିଲା, ଫଳରେ ଅଧାରୁ ପରୀକ୍ଷା ସ୍ଥଗିତ ହୋଇଥିଲା ।

Related posts

ଗନ୍ଧମାର୍ଦ୍ଦନ କୁନେଇ ବିରୋଧୀ ଦଳ ଉପନେତାଙ୍କ ପ୍ରଶ୍ନ ; ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ

mahabharatanews

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି

mahabharatanews

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ଶ୍ରୀ ପାଣ୍ଡିଆନ୍

mahabharatanews