ଓଡିଶା

ପୁଣି ୧୧ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର/ଶିଳାସ୍ମିତା ରାୟ: ରାଜ୍ୟରେ କରୋନା ମୃତ୍ୟୁ ଉପରେ କୌଣସି ଅଙ୍କୁଶ ଲାଗିପାରୁ ନାହିଁ। ଗତ ୨୪ ଘଣ୍ଟାରେ ପୁଣି ୧୧ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୦ ପାର୍‌ କରି ୫୦୩ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରୁ ଆଜି ୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ରାୟଗଡ଼ା ଓ ମୟୂରଭଞ୍ଜ ଜିଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଥିବା ବେଳେ କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖା ଆକ୍ରାନ୍ତ ରହିଛନ୍ତି ।

Related posts

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ 

mahabharatanews

ଟୀକାକରଣ ସୁଲଭ କରିବାକୁ ଗ୍ଲୋବାଲ ଟେଣ୍ଡର ପାଇଁ ନିଷ୍ପତ୍ତି

mahabharatanews

 ଲୋକାଲ ୨୩ ମିଶାଇ ଆଉ ୧୭୩

mahabharatanews