ଓଡିଶା

ରାଜ୍ୟରେ ଆଉ ୧୫ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ୧୦୦୬ରେ ପହଞ୍ଚିଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Related posts

ଆସୁଛି ବଡ ବର୍ଷା; ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

mahabharatanews

ଗତ ୨୪ ଘଣ୍ଟାରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

mahabharatanews