ଓଡିଶା

ରାଜ୍ୟରେ ଆଉ ୧୫ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ୧୦୦୬ରେ ପହଞ୍ଚିଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Related posts

ଅନୁଷ୍ଠିତ ହେଲା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ

mahabharatanews

ଆଜି ପବିତ୍ର ହନୁମାନ ଜୟନ୍ତୀ

mahabharatanews

ଓଡ଼ିଶା ପକ୍ଷ ପାଳନ ଉପଲକ୍ଷେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ

mahabharatanews