ଓଡିଶା

ରଥଯାତ୍ରା ପାଇଁ ୨ ଦିନ ଛୁଟି

ପୁରୀ: ଚଳିତ ବର୍ଷର୍ର ରଥଯାତ୍ରା ୨ ଦିନ ଧରି ଚାଲିବ । ତେଣୁ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୭ ଏବଂ ୮ ତାରିଖ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ବନ୍ଦ ରହିବ । ପୁରୀରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ । ଛୁଟି ନେଇ ତୁରନ୍ତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକ।। କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Related posts

 ଭୁବନେଶ୍ବରରେ ଜେପି ନଡ୍ଡାଙ୍କ ରୋଡ୍‌ ସୋ’ 

mahabharatanews

ବାହାନଗା ରେଳ ଦୁର୍ଘଟଣା : ୩ ରେଳ କର୍ମଚାରୀ ଗିରଫ

mahabharatanews

ଡେଙ୍ଗୁ ପାଇଁ ସତର୍କତା ଅବଲମ୍ବନ କରିବାକୁ ବିଏମ୍ସିର ପରାମର୍ଶ

mahabharatanews

Leave a Comment