ଓଡିଶା

୨ ଦିନ ବର୍ଷା ସମ୍ଭାବନା; ୱାର୍ଣ୍ଣିଂ ଜାରି   

(ଭୁବନେଶ୍ୱର) : ମୌସୁମୀ ପ୍ରଭାବରେ ରାଜ୍ୟରେ ଆଜି କେତେକ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ପାଗ ମେଘୁଆ ରହିଥିଲା। ଆସନ୍ତା ୨ ଦିନ ମଧ୍ୟ ରାଜ୍ୟର କେ‌ତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ଶନିବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ‌ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ଗଜପତି ଓ ରାୟଗଡ଼ାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଭ‌ାଗ ପକ୍ଷରୁ ଉଭୟ ଦିନ ପାଇଁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Related posts

ସରକାରୀ ପାଣ୍ଠିର ଅପବ୍ୟବହାର କରି ବନ୍ଧା ହେଲେ କନିଷ୍ଠ ଯନ୍ତ୍ରୀ

mahabharatanews

ମାଲକାନଗିରିରେ ଆଉ ୧୮ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା

mahabharatanews

କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ଜନ ଅଭିଯୋଗ ଶୁଣାଣୀ ବନ୍ଦ

mahabharatanews