ଓଡିଶା

ଆରଏସପିରେ ଗ୍ୟାସ ଲିକ: ୨ ମୃତ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ । ଏହି ଗ୍ୟାସ ଲିକ ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ପ୍ଲାଣ୍ଟର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କୁ ସଙ୍ଗେସଙ୍ଗେ ଆଇଜିଏଚରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।

Related posts

କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍‌ସ୍‌ସ୍ପୋର୍ଟକୁ ପୁଣି ପୁରସ୍କାର

mahabharatanews

ସାହିତ୍ୟିକ ମନୋଜ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

mahabharatanews

ଅବ୍ୟକ୍ତ ଦୁଃଖ ; ପରଲୋକରେ ସହିଦ୍ ସୁଶାନ୍ତଙ୍କ ମା’ 

mahabharatanews