ଓଡିଶା

୧୬ରୁ ଯୁକ୍ତ ୨ ପରୀକ୍ଷା 

(ଭୁବନେଶ୍ୱର) : ଫେବ୍ରୁଆରି ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ ୨ ପରୀକ୍ଷା ସରିବ। ଫେବ୍ରୁଆରି ୧୬ରୁ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ।

ସୂଚନାନୁଯାୟୀ ,  ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ମଧ୍ୟ ଘୋଷିତ ହୋଇଛି।  ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏହା ସହ କଳାରେ ପ୍ରାୟ ୪ ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି। ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ ୨ ପରୀକ୍ଷା ସରିବ।

Related posts

ଜିନ୍ଦଲ ଗେଷ୍ଟ ହାଉସରୁ ମ୍ୟାନେଜରଙ୍କ ମୃତଦେହ ଉଦ୍ଧାର

mahabharatanews

କୋଲକାତା Eastern Zonal କାଉନସିଲ ବୈଠକରେ ଭାଗ ନେବ ଓଡ଼ିଶା

mahabharatanews

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ରକ୍ତଦାନ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

mahabharatanews