ଭାରତସ୍ୱାସ୍ଥ୍ୟ

ଦେଶରେ କରୋନା ସଂକ୍ରମଣ ବଢିଛି , ୨,୨୦୮ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଆହୁରି ବୃଦ୍ଧି ପାଇ ୨୦୦୦ ଟପି ଯାଇଥିବା ରେକର୍ଡ କରାଯାଇଛି। ଦେଶରେ କୋଭିଡ୍‌ ସଂକ୍ରମଣ ୧ ହଜାର ରହିଛି | କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୮ କରୋନା ନୂଆ ସଂକ୍ରମଣ ଓ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୦୮ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୯,୦୮୮ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୨ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୯୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୦,୬୯୧। ।

Related posts

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ପ୍ରସଂଶା କଲେ ପ୍ରଶିକ୍ଷକ ରବି ଶାସ୍ତ୍ରୀ

mahabharatanews

କୋଣାର୍କ ଚକ୍ର ଦେଖି ଅଟକି ଗଲେ ରାଷ୍ଟ୍ରପତି

mahabharatanews

ଦିଲ୍ଲୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା

mahabharatanews