ଓଡିଶା

ରାଜ୍ୟରେ ଆଉ ୨୨୪୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: କରୋନା ସ୍ଥିତି ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି । ଗତ କିଛି ଦିନ ହେବ ରାଜ୍ୟରେ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ୨ହଜାରରୁ ଉପରେ ରହୁଛି । ଆଜି ମଧ୍ୟ ୨୨୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୯୦ ଜଣ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୮୫୪ ରହିଛି । ମୋଟ ୨୯ ଟି ଜିଲ୍ଲାରୁ ଏହି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୨୪୩ ଚିହ୍ନଟ ହୋଇଛନ୍ତି ଓ କଟକରୁ ୧୯୪ ଜଣ ଚହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ମଣ୍ଡିରୁ ଧାନ ତୁରନ୍ତ ଉଠାଇବା ଦାବିରେ ଚାଷୀଙ୍କ ରାସ୍ତା ଅବରୋଧ

mahabharatanews

ନେତାଜୀ ସଂଗ୍ରହାଳୟ ବୁଲିଲେ ରାଷ୍ଟ୍ରପତି

mahabharatanews

ବଢୁଛି ତାତି; ରାଜ୍ୟବାସୀଙ୍କ ପାଇଁ ଏସ୍‌ଓପି ଜାରି

mahabharatanews