ଓଡିଶା

ରାଜ୍ୟରେ ୨୪ ଘଣ୍ଟାରେ ୨୨୭୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୨୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୫୬୯୩୭ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୩୧୮ଜଣ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୯୫୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

 

Related posts

କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

mahabharatanews

ରୁଚିକାଙ୍କୁ ନ୍ୟାୟ ଦାବିରେ ନବ ନିର୍ମାଣ ସଂଗଠନର ଆନ୍ଦୋଳନ

mahabharatanews

ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା

mahabharatanews